ଭୁବନେଶ୍ୱର: ପ୍ୟାରୀମୋହନ ମହାପାତ୍ରଙ୍କ ପତ୍ନୀ ପ୍ରତିଭା ମହାପାତ୍ରଙ୍କ ପରଲୋକ ହୋଇଛି । ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।