13.1 C
Bhubaneswar
Sunday, December 7, 2025
Homeଓଡିଶାବଡ ବର୍ଷାରେ ଭିଜିବ ଦଶହରା

ବଡ ବର୍ଷାରେ ଭିଜିବ ଦଶହରା

ଭୁବନେଶ୍ୱର: ଫିକା ପଡ଼ିବ ଦଶହରା । ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ତେବେ ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୨୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking