16.1 C
Bhubaneswar
Sunday, December 7, 2025
Homeଓଡିଶାନିର୍ମାଣ ହେବ ବିପର୍ଯ୍ୟୟ ଭବନ: ମନ୍ତ୍ରୀ

ନିର୍ମାଣ ହେବ ବିପର୍ଯ୍ୟୟ ଭବନ: ମନ୍ତ୍ରୀ

ଭୁବନେଶ୍ୱର: ବିପର୍ଯ୍ୟୟ ମୁକାବିଲା ପାଇଁ ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର । ଆସନ୍ତା ୨ ବର୍ଷ ମଧ୍ୟରେ ୨୦୦ କୋଟି ବ୍ୟୟରେ ହେବ ନିର୍ମାଣ । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଲୋକସେବା ଭବନ ନିକଟରେ ତିଆରି ହେବ ବିପର୍ଯ୍ୟୟ ଭବନ । ଗୋଟିଏ ଛାତ ତଳେ ଏକାଠି କାମ କରିବେ ଏସଆରସି, ଅଗ୍ନିଶମ ଓ ପାଣିପାଗ ବିଭାଗ । କେନ୍ଦ୍ର ସହଯୋଗରେ ବିପର୍ଯ୍ୟୟ ମୁକାବିଲାର ଅତ୍ୟାଧୁନିକ କୌଶଳ ଅଣାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking