24.1 C
Bhubaneswar
Sunday, December 7, 2025
Homeଓଡିଶାପ୍ରବଳ ବର୍ଷା: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଦେବଗଡ଼, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ  କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking