23.1 C
Bhubaneswar
Sunday, February 8, 2026
Homeଓଡିଶାସିରିଜ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ

ସିରିଜ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ

ମାଲକାନଗିରି : ତଙ୍ଗଗୁଡାରେ ସିରିଜ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକଙ୍କ ପକ୍ଷରୁ ରାସ୍ତା ରୋକ କରାଯାଇଛି। ବ୍ରେକ୍ ଡାଉନ ହୋଇଥିବା ଟ୍ରକ୍ ସହ ପିଟି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି।ଗତକାଲି ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିଲା। କ୍ଷତିପୂରଣ ଦାବି କରି ପରିବାର ଲୋକଙ୍କ ପକ୍ଷରୁ ରାସ୍ତା ରୋକ କରାଯାଇଛି। ପରିବାର ଲୋକେ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ମାଲକାନଗିରି- ଜୟପୁର ମୁଖ୍ୟରାସ୍ତାରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking