16.1 C
Bhubaneswar
Sunday, December 7, 2025
Homeଓଡିଶା୫ଟି ସ୍ଥାନରେ ହବିଷ୍ୟାଳିଙ୍କ ରହଣି ବ୍ୟବସ୍ଥା

୫ଟି ସ୍ଥାନରେ ହବିଷ୍ୟାଳିଙ୍କ ରହଣି ବ୍ୟବସ୍ଥା

ପୁରୀ: କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ରହଣି ପାଇଁ ୫ଟି ସ୍ଥାନରେ ବ୍ୟବସ୍ଥା ରହିଛି । ବୃନ୍ଦାବତୀ ନିବାସ, ନରେନ୍ଦ୍ର କୋଣ, ରେଲୱେ କଲ୍ୟାଣ ମଣ୍ଡପରେ ରହଣି ବ୍ୟବସ୍ଥା ରହିଛି । ବଗଳା ଧର୍ମଶାଳା ଓ ମୋଚିସାହି ମ୍ୟୁନିସିପାଲିଟି କଲ୍ୟାଣ ମଣ୍ଡପରେ ରହଣି ବ୍ୟବସ୍ଥା ରହିଛି । ହବିଷ୍ୟାଳିଙ୍କ ରହଣି ସ୍ଥାନରେ ପୋଲିସର ସୁରକ୍ଷା ବ୍ୟବସ୍ଥା ସହ ଶୃଙ୍ଖଳା ଓ ସୁବିଧା ବ୍ୟବସ୍ଥା ରହିଛି । ଶ୍ୱେତଗଙ୍ଗା, ମାର୍କଣ୍ଡେଶ୍ୱର ଓ ନରେନ୍ଦ୍ର ପୁଷ୍କରିଣୀରେ ସ୍ୱତନ୍ତ ସୁରକ୍ଷା ବ୍ୟବସ୍ଥା ରହିଛି । ଦାୟିତ୍ୱରେ ଜଣେ ଅତିରିକ୍ତ ଏସପି, ୬ ଇନସ୍ପେକ୍ଟର, ୬ ସବ୍ ଇନସ୍ପେକ୍ଟର ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking