20.1 C
Bhubaneswar
Saturday, December 6, 2025
Homeଓଡିଶାଭାଗବତ ଟୁଙ୍ଗିର ପୁନଃରୁଦ୍ଧାର ହେବ: ମୁଖ୍ୟମନ୍ତ୍ରୀ

ଭାଗବତ ଟୁଙ୍ଗିର ପୁନଃରୁଦ୍ଧାର ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାଗବତ ଟୁଙ୍ଗିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗିମାନଙ୍କର ହେବ ପୁନଃରୁଦ୍ଧାର । ଶ୍ରୀମଦ୍ ଭାଗବତ ମହୋତ୍ସବରେ ଯୋଗ ଦେଇ ଏ ସଂକ୍ରାନ୍ତରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ମହୋତ୍ସବରେ ଯୋଗ ଦେଇ କହିଲେ ସମାଜର ବିକାଶ ନିମନ୍ତେ ଯୁବପିଢି ଭାଗବତ ତତ୍ତ୍ୱକୁ ଗ୍ରହଣ କରିବା ଉଚିତ୍ । ଶ୍ରୀମଦ୍ ଭାଗବତ ମହୋତ୍ସବ ଭକ୍ତି, ସମ୍ମାନ ଓ ମୌଳିକ ମୂଲ୍ୟକୁ ଦୃଢ କରେ । ଶ୍ରୀମଦ୍ ଭାଗବତ ଗ୍ରନ୍ଥ, ପରମ୍ପରା, ଭକ୍ତି ଓ ଧର୍ମର ଅମୂଲ୍ୟ ଶିକ୍ଷା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking