ନୂଆପଡ଼ା: ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ। ଛତିଶଗଡ଼ ଗରିଆବନ୍ଧ ଏସ୍ପିଙ୍କ ପାଖରେ ଆତ୍ମସମର୍ପଣ କରିଥିବା ନେଇ ମିଳିଛି ସୂଚନା। ଧରାଇଦେବାକୁ ପ୍ରତ୍ୟେକଙ୍କ ପାଇଁ ୧ ଲକ୍ଷ ଲେଖାଏଁ ପୁରସ୍କାର ଥିଲା।