18.1 C
Bhubaneswar
Saturday, December 6, 2025
Homeଓଡିଶାରାଉରକେଲାରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ରାଉରକେଲାରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ରାଉରକେଲା: ରାଉରକେଲାରୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଖବର । ରାଉରକେଲାରେ ବିଳମ୍ବିତ ରାତିରେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ରଘୁନାଥପଲ୍ଲୀ ଥାନା ପଛ ରେଳଧାରଣାରେ ଦୁଷ୍କର୍ମ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ପୋଲିସ ୨ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି । ତେବେ ପୀଡିତାଙ୍କ ସହ ଯୁବକଙ୍କ କଣ ସମ୍ପର୍କ ରହିଛି ନା ନାହିଁ କାହିଁକି ଏଭଳି କାଣ୍ଡ ଘଟାଇଲେ ସେନେଇ ପଚରାଉଚରା କରୁଛି ପୋଲିସ । ଏହି ଘଟଣା ସମ୍ପର୍କରେ ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking