19.1 C
Bhubaneswar
Wednesday, December 10, 2025
Homeଦେଶ ବିଦେଶୱାଲ୍ଟର ରସେଲ୍ ମେଡଙ୍କ ନେତୃତ୍ୱାଧୀନ ଆମେରିକୀୟ ପ୍ରତିନିଧି ଦଳ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

ୱାଲ୍ଟର ରସେଲ୍ ମେଡଙ୍କ ନେତୃତ୍ୱାଧୀନ ଆମେରିକୀୟ ପ୍ରତିନିଧି ଦଳ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଓ୍ୱାଲ୍ଟର ରସେଲ୍ ମେଡ୍ଙ୍କ ନେତୃତ୍ୱାଧୀନ ଆମେରିକୀୟ ବିଚାରକ ଏବଂ ବ୍ୟବସାୟ ନେତୃବର୍ଗଙ୍କର ଏକ ପ୍ରତିନିଧି ଦଳ ସହ ମତବିନିମୟ କରିଛନ୍ତି। ଭାରତ-ଆମେରିକା ସମ୍ପର୍କକୁ ସୁଦୃଢ଼ କରିବା ଏବଂ ବିଶ୍ୱ ଶାନ୍ତି, ପ୍ରଗତି ଓ ସମୃଦ୍ଧି ପାଇଁ ଦୁଇ ଦେଶର ଭାଗିଦାରୀକୁ ଆଗେଇ ନେବା ଲାଗି ସେମାନଙ୍କର ଯୋଗଦାନକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି; ‘‘ଓ୍ୱାଲ୍ଟର ରସେଲ୍ ମେଡ୍ଙ୍କ ନେତୃତ୍ୱାଧୀନ ଆମେରିକୀୟ ବିଚାରକ ଏବଂ ବ୍ୟବସାୟ ନେତୃବର୍ଗଙ୍କର ଏକ ପ୍ରତିନିଧି ଦଳ ସହ ମତବିନିମୟ କରିବା ଖୁସିର ବିଷୟ। ଭାରତ-ଆମେରିକା ସମ୍ପର୍କକୁ ସୁଦୃଢ଼ କରିବା ଏବଂ ବିଶ୍ୱ ଶାନ୍ତି, ପ୍ରଗତି ଓ ସମୃଦ୍ଧି ପାଇଁ ଦୁଇ ଦେଶର ଭାଗିଦାରୀକୁ ଆଗେଇ ନେବା ଲାଗି ସେମାନଙ୍କର ଯୋଗଦାନ ମୂଲ୍ୟବାନ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking