ଦେବଗଡ଼: ନିଜ ବାପାଙ୍କୁ ଟାଙ୍ଗିଆରେ ହାଣି ମାଟିରେ ପୋତିଦେଇଛନ୍ତି ଜଣେ ନୃଶଂସ ପୁଅ। ଏଭଳି ଅଭାବନୀୟ କାଣ୍ଡ ଘଟିଛି ଦେବଗଡ଼ ଜିଲାବାରକୋଟ ଥାନା ଔତଳ ଗାଁରେ। ତେବେ ବର୍ତ୍ତମାନ ସୁଦ୍ଧା ହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରୁଛି।