17.1 C
Bhubaneswar
Saturday, February 14, 2026
Homeଓଡିଶାପୁଣି ଆତ୍ମସମର୍ପଣ କଲେ ୧୬ ମାଓବାଦୀ

ପୁଣି ଆତ୍ମସମର୍ପଣ କଲେ ୧୬ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୬ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ୧୬ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ। ମାଓ ସଙ୍ଗଠନ ଦିନକୁ ଦିନ ଦିଗହରା ହେଉଥିବା ବେଳେ ଅନେକ ମାଓବାଦୀ ସଙ୍ଗଠନରୁ ଓହରି ଆତ୍ମସମର୍ପଣ କରିବାର ଲାଗିଛନ୍ତି।ମାଓ ସଙ୍ଗଠନର ପିଏଲଜିଏ ମିଲିଟାରୀ କମ୍ପାନୀ ନମ୍ବର ଜଣେ ଡେପୁଟି କମାଣ୍ଡର, ପିଏଲଜିଏ ମିଲିଟାରୀ କମ୍ପାନୀ ନମ୍ବର ୧ର ଜଣେ ସଦସ୍ୟ, ନର୍ଥ ବ୍ୟୁରୋ ଟେକ୍ନିକାଲ୍ ଟିମ୍ ର ସଦସ୍ୟ, ଏସିଏମ୍, ପାର୍ଟି ସଦସ୍ୟ, କୁତୁଲ୍ ମାଓ କମିଟି ସଦସ୍ୟ, ଜନତାନା ସରକାର ଅନେକ ସଦସ୍ୟ ଏବଂ ମିଲିସିଆ ସଦସ୍ୟ ମାନେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ସବୁ ନକ୍ସଲଙ୍କ ନାଁରେ ମୋଟ ୭୦ ଲକ୍ଷ ଟଙ୍କା ପୁରସ୍କାର ରାଶି ରହିଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking