16.1 C
Bhubaneswar
Saturday, December 6, 2025
Homeଓଡିଶାସମୁଦ୍ରରେ ବୁଡ଼ିଲା ବୋଟ୍: ଅଳ୍ପକେ ବର୍ତ୍ତିଲେ ୮ ମତ୍ସ୍ୟଜୀବୀ

ସମୁଦ୍ରରେ ବୁଡ଼ିଲା ବୋଟ୍: ଅଳ୍ପକେ ବର୍ତ୍ତିଲେ ୮ ମତ୍ସ୍ୟଜୀବୀ

କେନ୍ଦ୍ରାପଡ଼ା:  କେନ୍ଦ୍ରାପଡ଼ାଜିଲ୍ଲା ରାଜନଗର ସାତଭାୟା ସମୁଦ୍ରରେ ବୁଡ଼ିଲା ବୋଟ୍ । ଅଳ୍ପକେ ବର୍ତ୍ତିଲେ ୮ ମତ୍ସ୍ୟଜୀବୀ। ତାରିଣୀ -୨ ବୋଟ୍ ଟି ଦୁର୍ଘଟଣା ଘଟି ବୁଡ଼ିଥିବା ସୂଚନା । ବିଳମ୍ବିତ ରାତିରେ ଘଟିଛି ଏଭଳି ଅଭାବନୀୟ ଘଟଣା। ବୋଟଟି ଭଦ୍ରକ ଅଞ୍ଚଳର ବୋଲି ଜଣାପଡିଛି।ସମୁଦ୍ରକୁ ବୋଟ୍ ମାଛ ମାରିବା ପାଇଁ ଆସିଥିବା ବେଳେ ବୋଟରେ ୮ ଜଣ ମତ୍ସ୍ୟଜୀବୀ ଥିଲେ।  ଦୁର୍ଘଟଣା ଘଟି ବୋଟଟି ବୁଡ଼ିଯିବାରୁ ମତ୍ସ୍ୟଜୀବୀ ମାନେ ପହଁରି କୂଳକୁ ଆସିଥିବା ବେଳେ ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଅଛନ୍ତି। ବୋଟରେ ଥିବା ମାଛ ସହ ସମସ୍ତ ଆସବାବପତ୍ର ସମୁଦ୍ରରେ ବୁଡ଼ି ଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking