26.1 C
Bhubaneswar
Friday, April 3, 2026
Homeଓଡିଶାକାମାକ୍ଷାନଗରରେ ମାତିଛି ବାଘ

କାମାକ୍ଷାନଗରରେ ମାତିଛି ବାଘ

ଢେଙ୍କାନାଳ: କାମାକ୍ଷାନଗରରେ ମାତିଛି ବାଘ । କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜରେ ଗତଦୁଇ ଦିନ ଧରି ଗାଈକୁ ଘୋଷାଡ଼ି ଆକ୍ରମଣ କରିବା ସହ ବାଘଟି ଆତଙ୍କ ସୃଷ୍ଟି କରିଥିବା ବେଳେ ଆଜି କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କନ୍ତାରିପାଟ ଗାଁ ଜଙ୍ଗଲରେ ବାଘଟି ଗୋଟେ ଷଣ୍ଢକୁ ଘୋଷାଡ଼ି ମାରି ଦେଇଛି l ଯାହାକୁ ନେଇ ଅଞ୍ଚଳବାସୀ ଭୟରେ ଅଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking