ପୁରୀ: ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜଭୁତ କରିବା ପାଇଁ ପଦକ୍ଷେପ ନିଆଯାଇଛି । ରେଡ ଜୋନ ଅବଧି ୩ ବର୍ଷା ୨୦୨୮ ସେପ୍ଟେମ୍ବର ୨୫ ଯାଏଁ ବୈଧତା ରହିଛି । ପୂର୍ବରୁ ଶ୍ରୀମନ୍ଦିର ଉପରକୁ ଫ୍ଲାଇଂ ଜୋନ ଘୋଷଣା କରାଯାଇଥିଲା ।