20.1 C
Bhubaneswar
Saturday, December 6, 2025
Homeଓଡିଶାଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା

ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା

ଭୁବନେଶ୍ୱର: ଭୁବନେଶ୍ୱର ସରକାନ୍ତରାରେ ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ଖବର ମିଳିଛି । ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍କୁଟିରେ ଦୁର୍ବୃତ୍ତ ଆସି ଗୁଳି ମାରିଛି । ଜଣେ ଦୁର୍ବୃତ୍ତ ଥିବା ସୂଚନା ମିଳିଛି ।  ସକାଳୁ ସକାଳୁ ଏମ୍ସରୁ କାମସାରି ଫେରୁଥିଲେ ସୁଧାଂଶୁ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଥିବା ସୂଚନା ରହିଛି। ଏଣେ ଏହି ଘଟଣାରେ ସୁଧାଂଶୁଙ୍କ ଭାଇ ଆଉ ଜଣଙ୍କୁ ସନ୍ଦେହ କରି ବର୍ତ୍ତମାନ ଖଣ୍ଡାରେ ଆକ୍ରମଣ କରିଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking