ଭୁବନେଶ୍ୱର: ଆସନ୍ତା ୧୬ ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ । ନାମାଙ୍କ ବେଳେ ଉପସ୍ଥିତି ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ରାଜ୍ୟ ସଭା ସାଂସଦ ସୁଜିତ କୁମାର ସୂଚନା ଦେଇଛନ୍ତି । ଦୁଇ ହଜାରରୁ ଅଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହେବେ । ଜୟ ଢୋଲକିଆଙ୍କ ନାଁ ଚୂଡାନ୍ତ ହୋଇଛି, ଖାଲି ଘୋଷଣା ବାକି ।










