ସୁନ୍ଦରଗଡ: ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ । ଖୁଟୁଗାଁରେ ୯୨ ବର୍ଷ ବୟସରେ ଆଖି ବୁଜିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର । ଲଗାତାର ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେମେନ୍ଦ୍ର । ୧୯୬୧,୬୭ ଓ ୭୧ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।