17.1 C
Bhubaneswar
Sunday, February 8, 2026
Homeଓଡିଶାଅକ୍ଟୋବର ୧୮ରେ ଖୋଲିବ ଶିମିଳିପାଳ

ଅକ୍ଟୋବର ୧୮ରେ ଖୋଲିବ ଶିମିଳିପାଳ

ବାରିପଦା: ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ଖୋଲିବାକୁ ଯାଉଛି ଶିମିଳିପାଳ ଅଭୟାରଣ୍ୟ । ଜୁଲାଇ ୧ରୁ ଶିମିଳିପାଳ ଉପରେ କଟକଣା ଲାଗୁ ହୋଇଥିଲା କିନ୍ତୁ ଏବେ କଟକଣା ହଟିଯାଇଛି । ଏନେଇ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଦିଆଯାଇଛି । ସୂଚନା ଅନୁସାରେ, ଏବେ କଟକଣା ହଟିବା ପରେ ସହଜ ଏବଂ ସୁବିଧାରେ ପର୍ଯ୍ୟଟକମାନେ ଶିମିଳିପାଳ ବୁଲି ଏହାର ମଜା ନେଇପାରିବେ। ଆସନ୍ତା ୧୮ ତାରିଖରୁ ଏହି ଅଭୟାରଣ୍ୟ ଖୋଲିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking