27.1 C
Bhubaneswar
Saturday, December 6, 2025
Homeଓଡିଶା୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିୱାଲି ଭେଟି । ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର ।  ୫୫ ପ୍ରତିଶତରୁ ମହଙ୍ଗା ଭତ୍ତା ବଢି ୫୮ ପ୍ରତିଶତ ହେଲା । ଗତ ଜୁଲାଇ ୨୫ରୁ ପିଛିଲା ଭାବେ ଲାଗୁ ପାଇଁ ଘୋଷଣା କରିଛନ୍ତି ।ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ସାଢେ ୮ ଲକ୍ଷ କର୍ମଚାରୀ ଓ ପେନସନ ଭୋଗୀ ଉପକୃତ ହେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking