27.1 C
Bhubaneswar
Monday, December 8, 2025
Homeଦେଶ ବିଦେଶ୨୦୨୬ ମାର୍ଚ୍ଚ୩୧ ସୁଦ୍ଧା ନକ୍ସଲ ମୁକ୍ତ ଦେଶ ପାଇଁ ପ୍ରତିଶ୍ରୁତିବଦ୍ଧ କହିଛନ୍ତି:  ଶାହ

୨୦୨୬ ମାର୍ଚ୍ଚ୩୧ ସୁଦ୍ଧା ନକ୍ସଲ ମୁକ୍ତ ଦେଶ ପାଇଁ ପ୍ରତିଶ୍ରୁତିବଦ୍ଧ କହିଛନ୍ତି:  ଶାହ

ନୂଆଦିଲ୍ଲୀ: ଛତିଶଗଡରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ ।  ଏନେଇ ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ  ଅମିତ ଶାହ । ନକ୍ସଲବାଦ  ବିରୋଧରେ ବଡ ସଫଳତା କହିଲେ ଶାହ । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲ ଆତ୍ମସମର୍ପଣ  କରିଛନ୍ତି । କାଲି ମହାରାଷ୍ଟ୍ରରେ  ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିଲେ । କାଲି ଛତିଶଗଡରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର ତ୍ୟାଗ କରିଥିଲେ । ୨୦୨୬ ମାର୍ଚ୍ଚ୩୧ ସୁଦ୍ଧା ନକ୍ସଲ ମୁକ୍ତ ଦେଶ ପାଇଁ ପ୍ରତିଶ୍ରୁତିବଦ୍ଧ କହିଛନ୍ତି ଶାହ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking