30.1 C
Bhubaneswar
Saturday, February 14, 2026
Homeଦେଶ ବିଦେଶମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ ଉତ୍ତରପ୍ରଦେଶ ସରକାର

ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ ଉତ୍ତରପ୍ରଦେଶ ସରକାର

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ଉତ୍ତର ପ୍ରଦେଶର ପ୍ରାୟ ୨୮ ଲକ୍ଷ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଆସିଲା ଖୁସି ଖବର । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କରିଛନ୍ତି। ମୂଳ ଦରମାର ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇବ। ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି ଯେ ଏହି ପଦକ୍ଷେପ ମୁଦ୍ରାସ୍ଫୀତିରୁ ମୁକ୍ତି ପ୍ରଦାନ କରିବା ଏବଂ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବା ପାଇଁ ଉଦ୍ଦିଷ୍ଟ।ଏକ ସରକାରୀ ବିବୃତ୍ତି ଅନୁଯାୟୀ, ଏହି ବୃଦ୍ଧି ୧ ଜୁଲାଇ, ୨୦୨୫ ରୁ କାର୍ଯ୍ୟକାରୀ ହେବ। ବର୍ଦ୍ଧିତ ରାଶି ଅକ୍ଟୋବର ୨୦୨୫ ଠାରୁ ନଗଦ ଆକାରରେ ପ୍ରଦାନ କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking