25.1 C
Bhubaneswar
Saturday, December 6, 2025
Homeଓଡିଶାଆଜି ପବିତ୍ର ଧନତେରସ୍‌: ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ

ଆଜି ପବିତ୍ର ଧନତେରସ୍‌: ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ

ନୂଆଦିଲ୍ଲୀ: ଆଜି ପବିତ୍ର ଧନତେରାସ । କାର୍ତ୍ତିକ ମାସ କୃଷ୍ଣପକ୍ଷ ତ୍ରୋୟୋଦଶୀ ତିଥିରେ ଧନତେରାସ ପାଳିତ ହେଉଛି । ଧନତେରାସକୁ ହିନ୍ଦୁ ପରମ୍ପରାରେ ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ ବୋଲି ବିଚାର କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ନୂଆ ବାସନ, ସୁନା, ଧନିଆ, ଝାଡୁ, ଲକ୍ଷ୍ମୀ-ଗଣେଶଙ୍କ ପ୍ରତିମୂର୍ତ୍ତି କିଣିବା ବେଶ ଶୁଭପ୍ରଦ ବୋଲି କୁହାଯାଏ । ଧନତେରାସରେ ନୂଆ ସାମଗ୍ରୀ କିଣିଲେ ପରିବାରର ମଙ୍ଗଳ ହୁଏ ବୋଲି ଲୋକଙ୍କୁ ଧର୍ମୀୟ ବିଶ୍ୱାସ ରହିଛି । ବିଶେଷ କରି ସୁନା, ରୁପା ଓ ମୂଲ୍ୟବାନ ଧାତୁ କିଣି ଲୋକ ଘରକୁ ଆଣନ୍ତି । ଧନତେରାସରେ ସୁନା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି, ଲକ୍ଷ୍ମୀଙ୍କ ଆଶୀର୍ବାଦରେ ଘର ଧନଧାନ୍ୟରେ ପରିପୂର୍ଣ୍ଣ ହୁଏ ବୋଲି ଲୋକଙ୍କ ବିଶ୍ୱାସ । ଧନତେରାସ ଭଳି ଶୁଭ ଦିନରେ କେବଳ ସୁନା ନୁହେଁ, ନୂଆଗାଡ଼ି, ଆସବାବପତ୍ର ଲୋକ କିଣାକିଣି କରିଥାନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking