25.1 C
Bhubaneswar
Thursday, February 5, 2026
Homeଓଡିଶାଆଜି ନାମାଙ୍କନ ପତ୍ର ଦାଖଲ କରିବେ ଜୟ ଢୋଲକିଆ

ଆଜି ନାମାଙ୍କନ ପତ୍ର ଦାଖଲ କରିବେ ଜୟ ଢୋଲକିଆ

ଭୁବନେଶ୍ୱର: ଆଜି ଦିନ ପ୍ରାୟ ୧୨ଟା ବେଳେ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ରାଜ୍ୟର କେତେକ ମନ୍ତ୍ରୀ ଓ ବିଧାୟକଙ୍କ ସମେତ ହଜାର ହଜାର ନେତା ଓ କର୍ମୀଙ୍କ ସହ ଶେ‌ାଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିବେ। ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ‌ଢୋଲକିଆ ହେଲେ ବିଜେପି ପ୍ରାର୍ଥୀ। ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ। ୧୮ ତାରିଖରେ ନାମାଙ୍କନ ଭରିବେ ଜୟ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking