16.1 C
Bhubaneswar
Sunday, December 7, 2025
Homeଓଡିଶାସମୁଦ୍ରରେ ବୁଡି ଜଣେ ମୃତ

ସମୁଦ୍ରରେ ବୁଡି ଜଣେ ମୃତ

ପୁରୀ: ପୁରୀ ସମୁଦ୍ରରୁ ଏକ ବଡ ଅଘଟଣର ଖବର ସାମ୍ନାକୁ ଆସିଛି । ସମୁଦ୍ରରେ ବୁଡିଯାଇ ଜଣେ ମୃତ୍ୟୁବରଣ କରିଛନ୍ତି । ଅନ୍ୟ ଜଣେ ନିଖୋଜଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରହିଛି । ତେବେ ୨ ଯିବକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ଘଟଣା ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ତେବେ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଛି ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ । ଘଟଣା ପରେ ଅଞ୍ଚଳରେ ଭୟ ସହ ଶୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking