17.1 C
Bhubaneswar
Friday, February 6, 2026
Homeଓଡିଶାରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଭାଇଭଉଣୀମାନଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଉଛି। ଦୀପାବଳି ହେଉଛି ଆଲୋକ ଓ ଆନନ୍ଦର ପର୍ବ। ଜ୍ଞାନର ଆଲୋକ ଅଜ୍ଞାନର ଅନ୍ଧକାରରୁ ମଣିଷକୁ ଉଦ୍ଧାର କରିଥାଏ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ରାଜ୍ୟର ଭାଇ-ଭଉଣୀମାନଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଉଛି। ଦୀପାବଳି ହେଉଛି ଆଲୋକ ଓ ଆନନ୍ଦର ପର୍ବ ବୋଲି କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking