25.1 C
Bhubaneswar
Monday, December 22, 2025
Homeଓଡିଶା୮ ମନ୍ତ୍ରୀଙ୍କୁ ନୂଆପଡା ଦାୟିତ୍ୱ ଦେଲା ବିଜେପି

୮ ମନ୍ତ୍ରୀଙ୍କୁ ନୂଆପଡା ଦାୟିତ୍ୱ ଦେଲା ବିଜେପି

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନକୁ ନେଇ ୮ ମନ୍ତ୍ରୀଙ୍କୁ ୮ଟି ଜୋନ ପାଇଁ ଦାୟିତ୍ୱ ଦେଲା ବିଜେପି । ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ବଞ୍ଜରୀ ଦାୟିତ୍ୱ , ସୁନାଦେଇ ଦାୟିତ୍ୱରେ ଗଣେଶରାମ ସିଂ ଖୁଣ୍ଟିଆ , ପାତାଳେଶ୍ୱର ପାଇଁ  ଗୋକୁଳାନନ୍ଦ ମଲ୍ଲିକଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ଜୟଜଂଘା ପାଇଁ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଦାୟିତ୍ୱ ମିଳିଛି ।  କୋନାଭଇରା ପାଇଁ ବିଭୂତି ଭୂଷଣ ଜେନାଙ୍କୁ ଦାୟିତ୍ୱ ମିଳିଛି । ଯୋଗେଶ୍ୱର ଜୋନ ପାଇଁ ନିତ୍ୟାନନ୍ଦ ଗଣ୍ଡଙ୍କୁ ଦାୟିତ୍ୱ ମିଳିଛି । ନୂଆପଡା ଏନଏସି ଦାୟିତ୍ୱରେ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଖରିଆର ରୋଡ ଏନଏସି ପାଇଁ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦାୟିତ୍ୱ ମିଳିଛି । ସୂଚନାଥାଉକି, ନୂଆପଡା ଉପନିର୍ବାଚନ ପାଇଁ ବିଜେଡି, ବିଜେପି, କଂଗ୍ରେସ ଦଳରୁ ପ୍ରାର୍ଥୀ ଘୋଷଣା ହୋଇଯାଇଛି । କେଉଁ ଦଳ ଏହି ଉପ ନିର୍ବାଚନରେ ବାଜିମାତ ମାରିବ ତାହା ଅପେକ୍ଷା କରିଛନ୍ତି ଜନତା । ନଭେମ୍ବର ୧୧ରେ ନୂଆପଡା ଉପନିର୍ବାଚନ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking