14.1 C
Bhubaneswar
Saturday, December 6, 2025
Homeଓଡିଶାବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଏହା  ଘନୀଭୁତ ହେବ । ଆସନ୍ତା ୨୪ ଘଣ୍ଟାରେ  ଘନୀଭୁତ ହେବାର ସମ୍ଭାବନା ରହିଛି । ଉପକୂଳ ଏବଂ ଦକ୍ଷିଣ ଓଡିଶାରେ ଘଡଘଡି ସହିତ ବର୍ଷା ସମ୍ଭାବନା ରହୁଛି । ଘଡଘଡି ନେଇ ୧୧ ଜିଲ୍ଲାକୁ ୟେଲ୍ଲୋ ୱାଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି , କନ୍ଧମାଳ,ରାୟଗଡା, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ  ସତର୍କ ସୂଚନା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking