29.1 C
Bhubaneswar
Tuesday, April 28, 2026
Homeଓଡିଶାଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ମୟୁରଭଞ୍ଜ: ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଘଟଣା। ଏଭଳି ଘଟଣା ଘଟିଛି  ମୟୁରଭଞ୍ଜ  ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଘଟିଛି।ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ଅଷ୍ଟମ ଓ ଜଣେ ନବମ ଶ୍ରେଣୀରେ ପଢୁଥିବା ଜଣାପଡିଛି।ଗଣଦୁଷ୍କର୍ମ ଅଭିଯୋଗରେ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛିା ଦୁଇ ଅଭିଯୁକ୍ତ ହେଲେ ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ  ପୂର୍ଣ୍ଣଚନ୍ଦ୍ରପୁର ଅଞ୍ଚଳର ବୋଲି ଜଣାପଡିଛି। ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ ।ଘଟଣାରେ ସାତରୁ ଆଠ ଜଣ ସଂପୃକ୍ତ ଥିବା ବେଳେ ଲିଖିତ ଅଭିଯୋଗରେ ପାଞ୍ଚ ଜଣଙ୍କ ସହିତ ଅନ୍ୟମାନେ ବୋଲି ଲେଖାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking