ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ୩ ଦିନ ସମୁଦ୍ରରେ ଗାଧୋଇବାକୁ ମନା କରାଯାଇଛି । ୨୭, ୨୮, ୨୯ ତାରିଖରେ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି । ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପୁରୀ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଅମାନିଆ ହୋଇ ସମୁଦ୍ରରେ ସ୍ନାନ କଲେ କଡା କାର୍ଯନୁଷ୍ଠାନ ନିଆଯିବ ।










