27.1 C
Bhubaneswar
Monday, March 30, 2026
Homeଓଡିଶାଛଟପୂଜାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଛଟପୂଜାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଭୁବନେଶ୍ୱରରେ ଛଟ ପୂଜା ପାଳିଲେ ମୁଖ୍ୟମନ୍ତ୍ରୀ । କୁଆଖାଇ ନଦୀକୂଳରେ ଆୟୋଜିତ ଛଟ ପୂଜା ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଉଦୟମାନ ସୂର୍ଯ୍ୟଙ୍କୁ ପ୍ରାର୍ଥନା କରିଥିଲେ । ଏହା ସୂର୍ଯ୍ୟଦେବ ଓ ଛଟୀ ମୈୟାଙ୍କୁ ପୂଜା କରିବାର ଏକ ଅବସର। ମା’ମାନେ ଏହି ବ୍ରତ ପାଳନ କରି ପରିବାର ସୁସ୍ଥତା, ସୁଖ, ସମୃଦ୍ଧି ଓ ପରିବେଶର ସୁରକ୍ଷା କାମନା କରନ୍ତି। ଏହି ବ୍ରତର କୌଣସି ବିରାଟ ଆଡମ୍ବରର ଆବଶ୍ୟକତା ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲୋ। କେବଳ ଭକ୍ତି, ଶ୍ରଦ୍ଧା ଓ ନିଷ୍ଠାରେ ଏହାକୁ ଶ୍ରଦ୍ଧାଳୁମାନେ ପାଳନ କରୁଛନ୍ତି। ବିଶ୍ୱର କୋଣଅନୁକୋଣରେ ଏହି କାର୍ଯ୍ୟକ୍ରମ ପାଳିତ ହେଉଛି। ଗତ ୪ଦିନ ଧରି ଏହି ବ୍ରତ ଆରମ୍ଭ ହୋଇଛି। ଆଜି ହେଉଛି ତାର ଅନ୍ତିମ ଦିନ। ଆଜି ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରି ଏହି ବ୍ରତ ଶ୍ରଦ୍ଧାଳୁମାନେ ସମାପନ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking