21.1 C
Bhubaneswar
Sunday, December 7, 2025
Homeଓଡିଶାବସରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ

ବସରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ

ଭୁବନେଶ୍ୱର: ଯାତ୍ରୀବାହୀ ବସରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ ।  ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ ପକ୍ଷରୁ  ନିର୍ଦ୍ଦେଶନାମା ଜାରି କରାଯାଇଛି ।  ବସରେ ଫାୟାର ଡିଟକ୍ସନ  ଓ ସପ୍ରେସନ ସିଷ୍ଟମ ରଖିବା ବାଧ୍ୟତାମୂଳକ ଅଟେ । ଆପତ୍ତକାଳୀନ ପ୍ରସ୍ଥାନ ଦ୍ୱାର, କାଚ ଭାଙ୍ଗିବାକୁ ହାତୁଡି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୨୫ ଅକ୍ଟୋବର ପରେ ପଞ୍ଜିକୃତ ବସରେ ଅଗ୍ନି ସୁରକ୍ଷା ବ୍ୟାସ୍ଥା ବାଧ୍ୟତାମୂଳକ ଅଟେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking