20.1 C
Bhubaneswar
Sunday, December 7, 2025
Homeଓଡିଶାବୃଦ୍ଧ ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବୃଦ୍ଧ ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବରଗଡ: ଝୁଲନ୍ତା ଅବସ୍ଥାରେ ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛିା ବରଗଡ ଜିଲ୍ଲା  ସଦର ଥାନା ସରସରା ପଞ୍ଚାୟତ ଗଞ୍ଜିହାଟିକରାରେ ଅଭାବନୀୟ ଘଟଣା ଘଟିଛି । ସ୍ଥାନୀୟ ଲୋକେ ମୃତଦେହକୁ ଜବତ କରି  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି । ତେବେ କାହିଁକି  ବୃଦ୍ଧ ଦମ୍ପତ୍ତି    ଆତ୍ମହତ୍ୟା କରିଛନ୍ତି ତାହାର କାରଣ ଏଯଏଁ ଜଣାପଡିନାହିଁ । ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking