24.1 C
Bhubaneswar
Friday, February 6, 2026
Homeଓଡିଶାମୋଦିଙ୍କ ଦ୍ୱାରା ଅନୁପ୍ରାଣିତ: ଅମର

ମୋଦିଙ୍କ ଦ୍ୱାରା ଅନୁପ୍ରାଣିତ: ଅମର

ଭୁବନେଶ୍ୱର: ବିଜେଡି ଛାଡି ବିଜେପିରେ ମିଶିଲେ ଅମର ପଟ୍ଟନାୟକ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ସାଂସଦ ଅମର ପଟ୍ଟନାୟକ। ବିଜେପିରେ ମିଶିବା ପରେ ନିଜର ଅଭିଭାଷଣ ରଖି ବିଜେପି ନେତା ଅମର ପଟ୍ଟନାୟକ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ବିଜେପିରେ ମିଶିଛି । ଯେତେବେଳେ ବି ସଂସଦରେ ମୋଦିଙ୍କ ଭାଷଣ ଶୁଣିଛି ପ୍ରଭାବିତ ହୋଇଛି। ଭାରତକୁ ଆଗକୁ ନେବା ପାଇଁ ତାଙ୍କ ପ୍ରତିଜ୍ଞାବଦ୍ଧତାରେ ମୁଁ ଅନୁପ୍ରାଣିତ ହୋଇଛି। ମୋଦିଙ୍କ ପାଇଁ ଦେଶ ଆଜି ବିଶ୍ୱରେ ସ୍ୱତନ୍ତ୍ର ସ୍ଥାନ ପାଇପାରିଛି। ରାଜ୍ୟବାସୀଙ୍କ ସେବା ପାଇଁ ଚାକିରି ଛାଡି ରାଜନୀତିକୁ ଆସିଥିଲି। ଏବେ ରାଜ୍ୟର ସେବା ସହ ରାଷ୍ଟ୍ରନିର୍ମାଣରେ ସାମିଲ୍ ହେବାକୁ ଲକ୍ଷ୍ୟ ରଖିଛି। ଦଳ ମୋତେ ଯେଉଁ ଦାୟିତ୍ୱ ଦେବ ସାମର୍ଥ୍ୟ ମତେ ସବୁ କିଛି କରିବି।

ପଦ୍ମ ଧରିଲେ ଅମର ପଟ୍ଟନାୟକ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking