28.1 C
Bhubaneswar
Thursday, February 5, 2026
Homeଓଡିଶାରାଜ୍ୟକୁ ନାହିଁ ବର୍ଷା ଭୟ

ରାଜ୍ୟକୁ ନାହିଁ ବର୍ଷା ଭୟ

ଭୁବନେଶ୍ୱର: ରାଜ୍ୟକୁ ଏବେ ବର୍ଷା ଭୟ ନାହିଁ। ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିଲେ ମଧ୍ୟ ବାକି ସମସ୍ତ ଜିଲାର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ରାୟଗଡ଼ା ଓ ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଶନିବାର ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଅପରପକ୍ଷେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପୂର୍ବ ଆରବସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking