ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଅବସରରେ ଚଳଚଞ୍ଚଳ ଗାଁଠୁ ସହର । ଏହି ସମୟରେ ପାରାଦୀପ ବନ୍ଦର ପକ୍ଷରୁ ଆଜି ପାଳନ ହେଉଛି ବନ୍ଦର ଦିବସ । ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାତାକା ଦେଖାଇ ସାଧବ ପୁଅଙ୍କୁ ମେଲାଣି ଦେଲେ ମୁଖମନ୍ତ୍ରୀ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଉପସ୍ଥିତ ଅଛନ୍ତି ।










