21.1 C
Bhubaneswar
Thursday, February 5, 2026
Homeଓଡିଶାଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟିତ

ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟିତ

କଟକ: ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଉଦ୍‌ଘାଟନ ଉତ୍ସବରେ ସୂର୍ଯବଂଶୀ ସୂରଜ ଓ ସାଂସଦ ଭର୍ତ୍ତୃହରି ମହତାବ ଉପସ୍ଥିତ ଅଛନ୍ତି । ଏହା ବ୍ୟତୀତ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ଓ ବିଧାୟକ ପ୍ରକାଶ ସେଠୀ ଉପସ୍ଥିତ ଅଛନ୍ତି । ଆଜି ଠାରୁ ଆରମ୍ଭ ହୋଇ ନଭେମ୍ବର ୧୨ ତାରିଖରେ ଶେଷ ହେବ ଐତିହାସିକ କଟକ ବାଲିଯାତ୍ରା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking