28.1 C
Bhubaneswar
Tuesday, March 17, 2026
Homeଓଡିଶାଆରଆଇ ପରୀକ୍ଷାରେ ସର୍ଭର ଡାଉନ !

ଆରଆଇ ପରୀକ୍ଷାରେ ସର୍ଭର ଡାଉନ !

ଭୁବନେଶ୍ୱର: ଆରଆଇ ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ । ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା । ୮.୪୫ରେ ଭିତରକୁ ଗଲେ ପରୀକ୍ଷାର୍ଥୀ । ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ଅଭିଯୋଗ ହୋଇଛି ।  ବ୍ରହ୍ମପୁର, କାକଟପୁର ଘରୋଇ ପରୀକ୍ଷା ସେଣ୍ଟରରେ ସମସ୍ୟା ଦେଖାଦେଇଛି ।  ନୟାପଲ୍ଲୀ, ମଞ୍ଚେଶ୍ୱର, ପଟିଆ ଆଦି ସ୍ଥାନରେ ଥିବା ପରୀକ୍ଷା କେନ୍ଦ୍ରରେ ସମସ୍ୟା ଦେଖାଦେଇଛି । ଏଭଳି ସର୍ଭର ଡାଉନ ପରିସ୍ଥିତିକୁ ନେଇ ପରୀକ୍ଷାର୍ଥୀ ଅସନ୍ତୋଷ ପ୍ରକାଶ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking