15.1 C
Bhubaneswar
Monday, December 8, 2025
Homeଓଡିଶାକୋମନାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

କୋମନାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ନୂଆପଡା: ଆଜି କୋମନାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ କରିବେ ପ୍ରଚାର । ସ୍ୱତନ୍ତ୍ର ବିମାନ ଯୋଗେ ଦିନ ୧ଟା ୫୦ରେ  ଗୋତମାରେ ପହଞ୍ଚିବେ । ସେଠାରୁ ପୁଣି ହେଲିକପ୍ଟରରେ ଉଦ୍ୟାନବନ୍ଧ ଗସ୍ତରେ ଯିବେ । ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ପଦଯାତ୍ରା କରିବେ। ପରେ କୋମନା ରୋଡ ଶୋ ଓ ଜନ ସମାବେଶକୁ ସମ୍ବୋଧିତ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking