15.1 C
Bhubaneswar
Saturday, December 6, 2025
Homeଓଡିଶାନବୀନଙ୍କୁ ସିଧା ନିଶାନା !

ନବୀନଙ୍କୁ ସିଧା ନିଶାନା !

ନୂଆପଡ଼ା : ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସିଧା ନିଶାନା। ତତ୍‌କାଳୀନ ମୁଖ୍ୟମନ୍ତ୍ରୀ କେବେ କାହାକୁ ଭେଟୁଥିଲେ କି । ପଚାରିଲେ ତାଙ୍କ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଭେଟିପାରୁ ନ ଥିଲେ। ଏପରିକି ଜିଲ୍ଲା ସଭାପତି ମଧ୍ୟ ଭେଟି ପାରୁ ନ ଥିଲେ ।ଏଥିପାଇଁ ସ୍ବର୍ଗତଃ ରାଜୁ ଢୋଲକିଆ ମଧ୍ୟ ଅଣନିଶ୍ବାସୀ ହୋଇଯାଇଥିଲେ। ଏବେ ଜଣେ କାର୍ପଟଦାରଙ୍କ ନିର୍ଦ୍ଦେଶରେ ଆସି ଏପଟସେପଟ ହେଉଛନ୍ତି।ମୋ ଦ୍ବାର ନୂଆପଡ଼ାବାସୀ ଓ ସମସ୍ତଙ୍କ ପାଇଁ ଖୋଲା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking