33.1 C
Bhubaneswar
Monday, February 23, 2026
Homeଓଡିଶାଆଜି ନବୀନଙ୍କ ନୂଆପଡ଼ା ଗସ୍ତ

ଆଜି ନବୀନଙ୍କ ନୂଆପଡ଼ା ଗସ୍ତ

ଭୁବନେଶ୍ୱର: ଆଜି ନୂଆପଡ଼ା ଗସ୍ତରେ ଯାଉଛନ୍ତି ନବୀନ ପଟ୍ଟନାୟକ। ବିଜେଡି ସୁପ୍ରିମୋ ଖରିଆର ରୋଡ ରେ ବିଜେଡିର ବିରାଟ ସମାବେଶରେ ଯୋଗ ଦେବେ। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ ନବୀନ। ଗତ ୩ ତାରିଖରେ ବି ନୂଆପଡ଼ା ଯାଇ ପ୍ରଚାର କରିବା ସହ କର୍ମୀଙ୍କ ନିକଟରେ ଭରିଥିଲେ ଜୋସ୍। ନବୀନଙ୍କୁ ନିକଟରେ ପାଇ ନୂଆପଡାବାସୀ ହୋଇଥିଲେ ଖୁସି। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଲାଗି ପ୍ରଚାର କରିବା ଲାଗି ପୁଣି ଥିଲେ ନୂଆପଡା ଗସ୍ତ କରିବେ ନବୀନ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking