17.1 C
Bhubaneswar
Sunday, December 7, 2025
Homeଓଡିଶାବିଦ୍ୟୁତ ସଂସ୍ପର୍ଶରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଗ୍ରାମବାସୀ

ବିଦ୍ୟୁତ ସଂସ୍ପର୍ଶରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଗ୍ରାମବାସୀ

କୋଣାର୍କ : ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ଘଟଣା । କ୍ଷତିପୂରଣ ଦାବିରେ ରାସ୍ତାରୋକ କଲେ ଗ୍ରାମବାସୀ । ଗତକାଲି ପୁରୀ ଜିଲ୍ଲା ଅସ୍ତରଙ୍ଗ ତହସିଲ ବାହୁଡିହ ଗାଁର ସନ୍ଦିପ ନାୟକ ଚାକୁଣ୍ଡା ଡାଳ କାଟୁଥିବା ବେଳେ ୧୧ କେଭି ବିଦ୍ୟୁତ ତାର ସଂସ୍ବର୍ଶରେ ଆସି ମୃତ୍ୟୁ ଘଟିଥିଲା । ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ଏଭଳି ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଗରିବ ପରିବାରକୁ କ୍ଷତିପୂରଣ ଦାବିରେ ନୂଆଗଡରୁ ଅସ୍ତରଙ୍ଗ ମୁଖ୍ୟ ରାସ୍ତାରେ ଧାରଣା ଦେଇଛନ୍ତି ଶତାଧିକ ଲୋକ । ଘଟଣାସ୍ଥଳରେ ନୂଆଗଡ ସାମୁଦ୍ରିକ ଥାନା ପୋଲିସ ପହଂଚି ଆନ୍ଦୋଳନକାରୀଙ୍କୁ ବୁଝାଉଥିବା ଜଣାପଡିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking