27.1 C
Bhubaneswar
Wednesday, April 29, 2026
Homeଓଡିଶାବିଭିନ୍ନ ହୋଟେଲରେ ଆୟକର ବିଭାଗର ରେଡ

ବିଭିନ୍ନ ହୋଟେଲରେ ଆୟକର ବିଭାଗର ରେଡ

ନୂଆପଡ଼ା: ନୂଆପଡ଼ା ଓ ଖରିଆର ରୋଡ୍‌ରେ ଶନିବାର ବିଭିନ୍ନ ହୋଟେଲରେ ଯାଞ୍ଚ ଚାଲିଛି। ନିର୍ବାଚନ ପ୍ରଚାର ସରିବାକୁ ଗୋଟିଏ ଦିନ ବାକିଥିବାବେଳେ କଡ଼ାକଡ଼ି ଯାଞ୍ଚ ଚାଲିଛି। ଆୟକର ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଯାଞ୍ଚ ଚାଲିଛି।ସେହିପରି ଆଜି ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତାଙ୍କ ଘରେ IT ରେଡ ହୋଇଛି। ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତା ମହମ୍ମଦ ଜୁନେଦଙ୍କ ଘରେ IT ରେଡ ହୋଇଥିବା ସୂଚନା ମିଳିଛି। ଜୁନେଦ କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking