ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ବାଲେଶ୍ୱର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡିରେ ହେବେ ସାମିଲ । ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ ହେବ । ନୀଳଗିରି ପରେ ଭୋଗରାଇ ଓ ବାଲେଶ୍ୱର ସହରରେ ଅନୁଷ୍ଠିତ ହେବ ଗଣଦୌଡ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ସାଂସଦ ପ୍ରତାପ ଷଡଙ୍ଗୀ ।









