ଭୁବନେଶ୍ୱର: ନଭେମ୍ବର ୨୭ ତାରିଖରେ ବିଧାନସଭା ଶୀତକାଳୀନ ଅଧିବଶନ ଆରମ୍ଭ ହୋଇପାରୋ ଅତିରିକ୍ତ ବଜେଟ ଉପସ୍ଥାପିତ ହେବା ସମ୍ଭାବନା ରହିଛି। ନୂଆପଡା ଉପନିର୍ବାଚନ ଫଳାଫଳ ଆସିବା ପରେ ବିଧାନସଭା ବସିପାରୋ ବିଭିନ୍ନ ପ୍ରସଙ୍ଗକୁ ନେଇ ବେଶ ସରଗରମ ହୋଇପାରେ ବିଧାନସଭା ଅଧିବେଶନ । ନୂଆପଡା ଉପନିର୍ବାର ଫଳାଫଳ ନଭେମ୍ବର ୧୪ରେ ପ୍ରକାଶ ପାଇବ । ଫଳାଫଳ ପ୍ରକାଶ ପାଇବାର କିଛି ଦିନ ପରେ ବିଧାନସଭା ଶୀତକାଳିନ ଅଧିବେଶନ । ଅନେକ ଗୁଡିଏ ପ୍ରସଙ୍ଗକୁ ନେଇ ହୋଇପାରେ ଆଲୋଚନା । ଶାସକ ଦଳକୁ ଘେରିବା ପାଇଁ ବିରୋଧୀ ଯୋଜନା ପ୍ରସ୍ତୁତ କରିଥାଇପାରନ୍ତି ।










