26.1 C
Bhubaneswar
Sunday, December 7, 2025
Homeଓଡିଶାନୀଳଗିରିରେ ପହଞ୍ଚି ଜଗନ୍ନାଥଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ନୀଳଗିରିରେ ପହଞ୍ଚି ଜଗନ୍ନାଥଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ଆଜି ନୀଳଗିରିରେ ଏକତା ପଦଯାତ୍ରା। ଏଥିପାଇଁ ନୀଳଗିରିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ନୀଳଗିରି କଲେଜ ପଡ଼ିଆରେ ପହଞ୍ଚିବା ପରେ ତାଙ୍କୁ ପୋଲିସ ପ୍ରଶାସନ ଦ୍ୱାରା ସମ୍ବର୍ଦ୍ଧନା କରାଯିବା ସହ କଲେଜ ଛାତ୍ରଛାତ୍ରୀ ଓ ସମସ୍ତ ବିଜେପି କର୍ମୀଙ୍କ ଦ୍ୱାରା ସ୍ୱାଗତ କରାଯାଇଛି । ଜଗନ୍ନାଥ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୋଲିସ ପଡ଼ିଆରେ ଜନସାଧାରଣଙ୍କୁ ସମ୍ବୋଧନ କରିବା ପରେ ଏକତା ପଦଯାତ୍ରା କାର୍ଯ୍ୟକ୍ରମ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking