30.1 C
Bhubaneswar
Tuesday, May 26, 2026
Homeଓଡିଶାଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ପୁରୀ: ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି। ମାର୍ଗଶିର ମାସ କୃଷ୍ଣ ନବମୀ ତିଥିରେ ଗୁରୁବାର ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭଓଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking