32.1 C
Bhubaneswar
Friday, March 6, 2026
Homeଓଡିଶାଅଜଣା ଗାଡି ଧକ୍କାରେ ୨ ମୃତ

ଅଜଣା ଗାଡି ଧକ୍କାରେ ୨ ମୃତ

ଜୟପୁର: ଅଜଣା ଗାଡି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲ୍ଲାର ଜୟପୁର ରେଳ ଛକରୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ ଅଜୟ ମୁଦୁଲି ଏବଂ ରାମକୃଷ୍ଣ ଜାନି। ଦୁହେଁ ହରଡା ଗାଁର ବାସିନ୍ଦା ଥିଲେ। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ସେମାନଙ୍କର ମୃତ୍ୟୁ ହୋଇଛି। ବାଇକ୍ ଯୋଗେ ଘରକୁ ଫେରୁଥିବା ସମୟରେ ଏକ ଅଜଣା ଗାଡ଼ି ଧକ୍କା ଦେବାରୁ ସେମାନଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ସୂଚନା ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking