21.1 C
Bhubaneswar
Saturday, February 7, 2026
Homeଓଡିଶାଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ

ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ

ଢେଙ୍କାନାଳ: ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ। ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। TPCODLର ମନମୁଖୀ କାର୍ଯ୍ୟ ଶୋଷଣ ବିରୁଦ୍ଧରେ ଏହି ବନ୍ଦ ଡାକରା ଦିଆଯାଇଛି।ଜିଲ୍ଲା ଓକିଲ ସଂଘ ଆହ୍ବାନ କ୍ରମେ ଏହି ବନ୍ଦ ଡାକରା ଦେଇଛି ବିଦ୍ୟୁତ୍ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି। ବିଭିନ୍ନ ରାଜନୈତିକ ଦଳ, ଅନୁଷ୍ଠାନ ଓ ସଂଗଠନ ତଥା ବୁଦ୍ଧିଜୀବି ଓ ସହରବାସୀ ଏହାକୁ ସମର୍ଥନ ଜଣାଇଛନ୍ତି। ଏହି ବନ୍ଦ ଡାକରାରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟ ବେସରକାରୀ ସ୍କୁଲ କଲେଜ ଆଦି ବନ୍ଦ ରହିଛି।  ପରେ NH 55 ଜାତୀୟ ରାଜପଥ ଅବରୋଧ କରିଥିଲେ। ବନ୍ଦ ପାଳନ ଯୋଗୁଁ ବିଭିନ୍ନ ସ୍ଥାନରେ ହଜାର ହଜାର ଗାଡି ଅଟକି ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking