34.1 C
Bhubaneswar
Sunday, March 29, 2026
Homeଓଡିଶାଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର

କେନ୍ଦୁଝର: କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାଙ୍କୁ ଆସିଫ୍‌ ଅନବର ଖାନ୍‌ ନାମକ ଫେରିବାଲା ଶନିବାର ଅପରାହ୍ନରେ ବାରମ୍ବାର ବଳାତ୍କାର କରି କ୍ଷତାକ୍ତ କରି ଦେଇଥିବା ଯୋଗୁ ପୀଡ଼ିତା କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି।  ଏ ବିଷୟରେ କେନ୍ଦୁଝର ଜିଲା ପ୍ରଶାସନ ଓ ପୋଲିସକୁ ପୂର୍ବରୁ ଜଣାଇଥିଲେ ମଧ୍ୟ ସେମାନଙ୍କୁ ଚିହ୍ନଟ କରି କେନ୍ଦୁଝରରୁ ବିଦା କରିବା ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏଥିପାଇଁ ବିଶ୍ବହିନ୍ଦୁ ପରିଷଦ କେନ୍ଦୁଝର ଜିଲା ପକ୍ଷରୁ ଆଜି କେନ୍ଦୁଝର ଜିଲାପାଳଙ୍କୁ ଏକ ଅଭିଯୋଗ ପତ୍ର ପ୍ରଦାନ କରିବା ସହିତ ମଙ୍ଗଳବାର ସକାଳ ୬ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଜିଲା ବନ୍ଦର ଡାକରା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking